ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର ୨୫।୦୨।୨୦୨୦ - ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ଘଟଣାର ଆଇଜି ସ୍ତରୀୟ ତଦନ୍ତ
ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୁଲିସ ଡିଜି ଶ୍ରୀ ଅଭୟ ଏହି ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରି ଏହି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।
ଆଇଜି ରେଖା ଲୋହାନୀ ଏହି ଘଟଣାର ତଦନ୍ତ…