ଆଇସିଏଲ ଫିନକର୍ପ ପକ୍ଷରୁ ଓଡ଼ିଶାରେ ୧୩ଟି ତୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର: ଭାରତରେ ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଏନବିଏଫସି, ଆଇସିଏଲ ଫିନକର୍ପ ବର୍ତମାନ ଓଡ଼ିଶାରେ ୧୩ଟି ନୂତନ ଶାଖାର ଶୁଭାରମ୍ଭ କରିଛି । ଏହା ସହିତ ରାଜ୍ୟରେ ଏହାର ମୋଟ ଶାଖା ସଂଖ୍ୟା ୩୫ରେ ପହଂଚିଛି । ଗତ ଅଗଷ୍ଟରେ ଆଇସିଏଲ ଫିନକର୍ପ ଓଡ଼ିଶାରେ ଏହାର ପ୍ରବେଶର ପ୍ରଥମ!-->…