Browsing Tag

ODIA NEWS

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ- ୧୮ ତାରିଖରୁ ପୁଣି…

ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ପରେ ଆଜି ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହୋଇଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ

ମାଲ୍ୟାଙ୍କ ରାହୁ ମହାଦଶା, ହରାଇଲେ ଲଣ୍ଡନରେ ଥିବା ତାଙ୍କର ସୁନା ଶୌଚାଳୟ ଥିବା କୋଠା

ନୂଆଦିଲ୍ଲୀ : ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସମୟ ଏବେ ଭଲ ଚାଲିନାହିଁ । ବୋଧହୁଏ ରାହୁ ମହାଦଶା ଚାଲିଛି । ଗୋଟିଏ ପଟେ ଭାରତ ସରକାର ତାଙ୍କୁ ଜେଲରେ ଭର୍ତ୍ତି କରିବାକୁ ଅନେଇ ବସିଛନ୍ତି । ଅନ୍ୟପଟେ ସେ କୋର୍ଟରେ ବିଭିନ୍ନ ମାମଲା ହାରି ଚାଲିଛନ୍ତି । ଭାରତରେ ବିଭିନ୍ନ ସମ୍ପତ୍ତି ହାରିବା ପରେ…

ଏୟାରସେବା ୨.୦ ଆରମ୍ଭ

ନୂଆଦିଲ୍ଲୀ . - କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଏବଂ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ସୁରେଶ ପ୍ରଭୁ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା ସୋମବାର ଦିଲ୍ଲୀରେ ଏୟାରସେବା ୨.୦ ୱେବ ପୋର୍ଟାଲର ବିକଶିତ ଭର୍ସନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବେସାମରିକ…

ଦୀପିକା ଓ ରଣବୀର ପୋଷ୍ଟ କେଲ ବିବାହର ପ୍ରଥମ ଅଫିସିଆଲ ଫଟୋ

ମୁମ୍ବାଇ .- ଦୀପିକା ପାଦୁକନ ଓ ରଣବୀର ସିଂ ବିବାହ କରିବା ପରେ ସେମାନଙ୍କ ବିବାହ ଫଟୋକୁ ନିଜର ଅଫିସିଆଲ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି । ବୁଧବାରରେ କୋଙ୍କଣୀ ରୀତି ନୀତି ଅନୁସାରେ ଦୁଇ ଜଣଙ୍କର ବିବାହ ହୋଇଥିଲା । ଏଥିରେ ଦୀପିକା ପାଦୁକନ ଲାଲ ରଙ୍ଗର ପାଟ ଓ ରଣବୀର ସିଂ ଧଲା କୁର୍ତ୍ତାରେ ନଜର…

ପାକିସ୍ତାନ ପାଇଁ କାଶ୍ମୀର ଦରକାର ନାହିଁ , ସହିଦ ଆଫ୍ରିଦ

ଲଣ୍ଡନ .- ପାକିସ୍ତାନ ପାଇଁ କାଶ୍ମୀର ଦରକାର ନାହିଁ ବୋଲି ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ପ୍ରସିଦ୍ଧ ବ୍ୟାଟସ୍‌ମ୍ୟାନ ସହିଦ ଆଫ୍ରିଦ କହିଛନ୍ତି । ଲଣ୍ଡନରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି । ପାକିସ୍ତାନ ନିଜର ୪ଟି ପ୍ରଦେଶକୁ ସମ୍ଭାଳି ପାରୁନାହିଁ…

ଶିକ୍ଷକଙ୍କ ଚାପୁଡାରେ ଛାତ୍ରକୁ ପକ୍ଷାଘାତ(ପାରାଲିସିସ୍‌)

ପୁନେ . - ଶିକ୍ଷକ ଚାପୁଡା ମାରିବା ପରେ ଜଣେ ଛାତ୍ରକୁ ପକ୍ଷାଘାତ ବା ପାରାଲିସିସ୍‌ ହୋଇଛି । ଏପରି ଘଟଣା ମହାରାଷ୍ଟ୍ରର ପୁନେର ଘଟିଛି । ପୁନେର ଶିବାଜୀ ନଗର ଥାନାରେ ଏ ନେଇ ଏକ ମାମଲା ରୁଜୁ ହୋଇଛି । ପୁଲିସ ଭାରତୀୟ ପିଙ୍ଗଳଧାରା ୩୨୫ ଆଘାତ ଦେଇ ଗୁରୁତର କରିବା ଅଭିଯୋଗରେ ମାମଲା ରୁଜୁ…

ଇଟାଲୀରେ ବିବାହ ବନ୍ଧନରେ ବାନ୍ଧି ହେଲେ ଦୀପିକା ଓ ରଣବୀର, ୨ ପ୍ରକାରର ବିବାହ ଉତ୍ସବ

ନୂଆଦିଲ୍ଲୀ . - ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଓ ଅଭିନେତ୍ରୀ ରଣବୀର ସିଂ ଓ ଦୀପିକା ପାଦୁକନ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବିରାଟ ଓ ଅନୁଷ୍କାଙ୍କ ପରି ତାଙ୍କର ବିବାହ ବିଦେଶରେ ହୋଇଛି । ଇଟାଲୀର ଲେକ୍‌ କୋମରେ ତାଙ୍କର ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୋଙ୍କଣୀ ରୀତିନୀତି…

ଚୀନ୍‌କୁ ଚିନି ରପ୍ତାନୀ କରିବ ଭାରତ

ନୂଆଦିଲ୍ଲୀ . - ଆଗାମୀ ବର୍ଷ ପ୍ରାରମ୍ଭରେ ଭାରତରୁ ଚୀନକୁ ଚିନି ରପ୍ତାନୀ ପ୍ରାରମ୍ଭ ହେବ । ୫୦,୦୦୦ ଟନ ଚିନି ରପ୍ତାନୀ ପାଇଁ ଇଣ୍ଡିଆନ ସୁଗାର ବିଲ ଆସୋସିଏସନ ଏବଂ ଚୀନର ସାର୍ବଜନୀନ କ୍ଷେତ୍ରର କମ୍ପାନୀ ସିଓଏସିଓ ମଧ୍ୟରେ ବୁଝାମଣା ହୋଇଛି । ବାଣିଜ୍ୟ ମନ୍ତ୍ରଣାଳୟର ପଦକ୍ଷେପ ଫଳରେ ଏହା…

ମୋବାଇଲ ଫୋନ୍ ମାଧ୍ୟମରେ ଏବେ ରେଳରେ ସାଧାରଣ ଟିକେଟ କରିପାରିବେ ବୁକିଂ

• ସିଜନ ଟିକେଟ ଓ ପ୍ଲାଟଫର୍ମ ଟିକେଟ ହିତ ସମସ୍ତ ଅଣ-ସଂରକ୍ଷିତ ଟିକେଟ ବୁକ୍ କରିବା ବ୍ୟବସ୍ଥା ‘ୟୁଟିଏସ ଅନ୍ ମୋବାଇଲ’ ଆପରେ ଉପଲବ୍ଧ ରେଳବାଇ ନଗଦ ବିହୀନ କାରବାର (ଡିଜିଟାଲ କାରବାର)କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ମୋବାଇଲ ଫୋନ୍ ମାଧ୍ୟମରେ ଅଣ-ସଂରକ୍ଷିତ ଟିକେଟ ବୁକ୍ କରିବା…

ଅପରାଧ ବ୍ୟାପାରରେ ଭାରତ, ମରୋକ୍କୋ ଆପୋସ ଆଇନ ସହାୟତା ରାଜିନାମାକୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ . -ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଅପରାଧିକ ବ୍ୟାପାରରେ ଭାରତ ଏବଂ ମରୋକ୍କୋ ମଧ୍ୟରେ ଆପୋସ ଆଇନ ସହାୟତା ରାଜିନାମାକୁ ମଞ୍ଜୁର କରିଛନ୍ତି । ଏହି ଚୁକ୍ତି ଅପରାଧର ତଦନ୍ତ ଏବଂ ଦଣ୍ଡବିଧାନ, ଟ୍ରେସିଂ, ସଂଯମ, ଜବତ ଏବଂ…