Browsing Tag

odia

ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍‍ଙ୍କ ଓଡ଼ିଶାର ମିଶନ୍‌ ଶକ୍ତିକୁ ପ୍ରଶଂସା

ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍‍ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମହିଳା ସଶକ୍ତିକରଣ ସମ୍ପର୍କୀତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳାଙ୍କ ବୈଷୟିକ ଶିକ୍ଷା ଉପରେ ରାଜ୍ୟ

୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ

ଭାରତର ଖାଦ୍ୟ ସୁରକ୍ଷାମାନକ କର୍ତ୍ତୃପକ୍ଷ (ଏଫ୍‍.ଏସ୍‍.ଏସ୍‍.ଏ.ଆଇ.) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖଲାଲ ମାଣ୍ଡବୀୟ ଉନ୍ମୋଚନ କରିଥିବା ରିପୋର୍ଟ ଅନୁଯାୟୀ ଖାଦ୍ୟ

ରାଜ୍ୟ ସରକାର ଅନ୍‌ଲାଇନ୍‌ ଦେୟର ଦ୍ୱିତୀୟ ସଂସ୍କରଣ ଆରମ୍ଭ କଲେ

ସରକାରୀ ଦେୟକୁ କାର୍ଡ଼, ୟୁ.ପି.ଆଇ., କ୍ୟୁ.ଆର୍‍.କୋର୍ଡ୍‍ ଏବଂ ୱାଲେଟ୍‍ ମାଧ୍ୟମରେ ପୈଠ କରି ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି । ସାଧାରଣ ନାଗରିକଙ୍କଠାରୁ ଆରମ୍ଭ କରି ବ୍ୟାବସାୟିକ ସଂସ୍ଥା, ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ସେବା ଉପଭୋକ୍ତାମାନଙ୍କୁ ଏଣିକି ଆଉ କେବଳ ଅନ୍‍ଲାଇନ୍‍

ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି ସେରୋସର୍ଭେ ।

ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି ସେରୋସର୍ଭେ । ପ୍ରଥମ ଦିନରେ କେସିଙ୍ଗା ବ୍ଲକ ଚାଞ୍ଚେର ଗାଁରୁ ଏହି ସେରୋ ସର୍ଭେ ଆରମ୍ଭ ହୋଇଥିବାବେଳେ ଆଜି ଭବାନୀପାଟଣା ବ୍ଲକ ତେନ୍ତୁଳିଖୁଣ୍ଟିଠାରେ କାର୍ଯ୍ୟାରମ୍ଭ ହୋଇଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ

ଓଡ଼ିଶାରେ ପହଞ୍ଚିଛି କରୋନା ଟିକା – ଏତିକି  ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯାଇ ପାରିବ ଏହି ଟିକା

ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଆମ ରାଜ୍ୟରେ  ମଙ୍ଗଳବାରରେ  ପହଞ୍ଚିଛି କୋଭିସିଲ୍ଡ କରୋନା ଟିକା । ଆଜି ଅପରାହ୍ନରେ ପୁଣେରୁ ଏକ ସ୍ୱତନ୍ତ୍ର ଘରୋଇ ବିମାନରେ ଏହି ଟିକା ସବୁ ଅଣାଯାଇଛି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ସୁରକ୍ଷା ବ୍ୟବସ୍ଥା ଭିତରେ ଟିକାଗୁଡ଼ିକୁ…

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିଛି

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ  ଖୋଲିଛି  । ସେହିପରି ଇଞ୍ଜିନିୟରିଂ କଲେଜ, ଓୟୁଏଟି ଏବଂ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଆଜିଠାରୁ ପାଠପଢ଼ା ଆରମ୍ଭ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଏବଂ ପିଜିର ଶେଷବର୍ଷ…

ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ

ଦେଶର ମତ୍ସ୍ୟଜୀବୀମାନଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବାପାଇଁ ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ ବୋଲି କେନ୍ଦ୍ର ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି  ।…

ଟିକାକରଣ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ- ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ କୌଣସି ଖର୍ଚ୍ଚ ରାଜ୍ୟସରକାରମାନଙ୍କୁ କରିବାକୁ…

ବିଶ୍ୱବ୍ୟାପୀ ଦେଖାଦେଇଥିବା ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ଭାରତୀୟ ବୈଜ୍ଞାନିକମାନେ ୨ଟି ଟିକା ବିକଶିତ କରିଛନ୍ତି। ତେବେ ଏହି ଟିକାର ସୁବ୍ୟବସ୍ଥିତ ଟିକାକରଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ…

ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ

ଆସନ୍ତା ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହା ୧୫ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ’୧୫ରୁ ଆରମ୍ଭ ହୋଇ ଜୁନ ୧୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଦଶମଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ’ ୨ତାରିଖ…

ସ୍କୁଲ ଖୋଲିବ-ଆସନ୍ତା ୮ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି

ଆସନ୍ତା ୮ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀ ପାଠପଢ଼ିବାକୁ ଯିବେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟର ସମସ୍ତ ସରକାରୀ ସାହାଯ୍ୟ ପ୍ରାପ୍ତ ଓ ଘରୋଇ…