Browsing Tag

odianews

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ- ୧୮ ତାରିଖରୁ ପୁଣି…

ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ପରେ ଆଜି ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହୋଇଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ

ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସ ପାଇବା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ – ୧୭…

ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥବା ଲଘୁଚାପ ଆଜି ସକାଳେ ଚାନ୍ଦବାଲି ଦେଇ ଅତିକ୍ରମ କରିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଏ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି,

ଏବେ ରେଳରେପ୍ରତି ଟିକେଟ ଉପରେ ସର୍ବାଧିକ ୫୦ ଟଙ୍କା ରିହାତି ମିଳିବ- ୟୁପିଆଇ ଏବଂ ଭିମ୍‌ ଆପ୍‌ ବ୍ୟବହାର କଲେ ରିହାତି

(ୟୁପିଆଇ) ଆପ୍‍ ବ୍ୟବହାର କରି ଟିକେଟ୍‌ କ୍ରୟ ଉପରେ ୫ଧରିହାତି ପ୍ରଦାନ କରୁଛି ଡିଜିଟାଲ୍‌ ଇଣ୍ଡିଆ ଅଭିଯାନରେ ଲୋକଙ୍କୁ ଡିଜିଟାଲ୍‌ ସଶକ୍ତୀକରଣ କରିବା ଏବଂ ଡିଜିଟାଲ୍‌ ପ୍ରୟୋଗକୁ ଲୋକପ୍ରିୟ କରାଇବା ପାଇଁ ରେଳ ମନ୍ତ୍ରଣାଳୟ ଭୀମ୍‌ ଆପ୍ଲିକେସନ ସମେତ ୟୁନିଫାଏଡ୍‌ ପେମେଣ୍ଟସ୍‍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡିଓ କନଫରେନସିଂ ମାଧ୍ୟମରେ ବ୍ୟକ୍ତି ଏବଂ ଅଭିପ୍ରାୟ କୈନ୍ଦ୍ରିକ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡିଓ କନଫରେନସିଂ ମାଧ୍ୟମରେ ବ୍ୟକ୍ତି ଏବଂ ଅଭିପ୍ରାୟ କୈନ୍ଦ୍ରିକ ଡିଜିଟାଲ ଦେୟ ବ୍ୟବସ୍ଥା ଇ-ରୁପିର ଶୁଭାରମ୍ଭ କରିବେ । ଇ-ରୁପି ହେଉଛି ଡିଜିଟାଲ ଦେୟ ପାଇଁ ଏକ ନଗଦ ବିହୀନ ଏବଂ ସମ୍ପର୍କ ବିହୀନ ଉପକରଣ । ଏହା ହେଉଛି ଏକ ଭିତ୍ତିକ

CISCE ଦ୍ୱାରା ପରିଚାଳିତ ICSE ଦଶମ ଏବଂ ICSC ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି

ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ results.cisce.org ୱେବ୍‍ସାଇଟ୍‍ରେ ନିଜ ନିଜର ପରୀକ୍ଷା ଫଳାଫଳ ଦେଖିପାରିବେ । କରୋନା ସଂକ୍ରମଣ ପାଇଁ ଚଳିତ ବର୍ଷ ପରୀକ୍ଷା ହୋଇ ନ ଥିବା ବେଳେ ଉଭୟ ଶ୍ରେଣୀରେ ପାସ୍‍ ହାର ୯୯ ପ୍ରତିଶତରୁ ଅଧିକ ରହିଛି । ରାଜ୍ୟରେ ୧୦ମ

ଓଡ଼ିଶାରେ ପହଞ୍ଚିଛି କରୋନା ଟିକା – ଏତିକି  ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯାଇ ପାରିବ ଏହି ଟିକା

ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଆମ ରାଜ୍ୟରେ  ମଙ୍ଗଳବାରରେ  ପହଞ୍ଚିଛି କୋଭିସିଲ୍ଡ କରୋନା ଟିକା । ଆଜି ଅପରାହ୍ନରେ ପୁଣେରୁ ଏକ ସ୍ୱତନ୍ତ୍ର ଘରୋଇ ବିମାନରେ ଏହି ଟିକା ସବୁ ଅଣାଯାଇଛି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ସୁରକ୍ଷା ବ୍ୟବସ୍ଥା ଭିତରେ ଟିକାଗୁଡ଼ିକୁ…

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିଛି

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ  ଖୋଲିଛି  । ସେହିପରି ଇଞ୍ଜିନିୟରିଂ କଲେଜ, ଓୟୁଏଟି ଏବଂ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଆଜିଠାରୁ ପାଠପଢ଼ା ଆରମ୍ଭ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଏବଂ ପିଜିର ଶେଷବର୍ଷ…

ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ

ଦେଶର ମତ୍ସ୍ୟଜୀବୀମାନଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବାପାଇଁ ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ ବୋଲି କେନ୍ଦ୍ର ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି  ।…

ଟିକାକରଣ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ- ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ କୌଣସି ଖର୍ଚ୍ଚ ରାଜ୍ୟସରକାରମାନଙ୍କୁ କରିବାକୁ…

ବିଶ୍ୱବ୍ୟାପୀ ଦେଖାଦେଇଥିବା ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ଭାରତୀୟ ବୈଜ୍ଞାନିକମାନେ ୨ଟି ଟିକା ବିକଶିତ କରିଛନ୍ତି। ତେବେ ଏହି ଟିକାର ସୁବ୍ୟବସ୍ଥିତ ଟିକାକରଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ…

ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ

ଆସନ୍ତା ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହା ୧୫ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ’୧୫ରୁ ଆରମ୍ଭ ହୋଇ ଜୁନ ୧୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଦଶମଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ’ ୨ତାରିଖ…