Browsing Tag

odianews

ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା

ଭୁବନେଶ୍ୱର -ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି

୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…

ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି । ଗତ ତିନିଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଛତ୍ରପୁରଠାରେ ସର୍ବାଧିକ ୧୪ ସେଣ୍ଟିମିଟର ବର୍ଷା

ଆଜି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ – ହେଲେ ହାଇକୋର୍ଟ ଦେଇଛନ୍ତି ଏହି ଗୁରୁତ୍ୱପୂର୍ଣ୍ଣ ରାୟ

ଓଡ଼ିଶା ବନ୍ଦକୁ ନେଇ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ବନ୍ଦ ସମୟରେ ଆନ୍ଦୋଳନକାରୀମାନେ ଜୋର୍‍ ଜବରଦସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ ଆଦି ବନ୍ଦ କରିପାରିବେ ନାହିଁ । ଗଣତନ୍ତ୍ର ପଦ୍ଧତିରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିପାରିବେ ବୋଲି ହାଇକୋର୍ଟ ତାଙ୍କ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର

ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ହାସଲ କରିଛି

ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ହାସଲ କରିଛି । ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ, ଜାତୀୟ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଏବଂ ଓକାକ୍‍ ର ବୈଷୟିକ ସହାୟତା କ୍ରମେ ଏହା କାର୍ଯ୍ୟକାରୀ ହେଉଛି । ଜାତୀୟ ଇବିଧାନ ଆପ୍‍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‍. ଜଗନ୍‍ମୋହନ ରେଡ୍ଡୀଙ୍କ ମଧ୍ୟରେ ଏକ…

Cialis en ligne belgique Un AVC peut survenir n'importe où dans le cerveau, le belgique fréquence des prélèvements sanguins. L'évaluation en kamagra blue www.viagrasansordonnancefr.com sildenafil citrate femme indian brands laboratoire peut…

ଯାତ୍ରୀମାନଙ୍କୁ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ପାଇଁ ଖଡ଼ଗପୁର ଏବଂ ଯାଜପୁର-କେନ୍ଦୁଝର ରୋଡ଼ ମଧ୍ୟରେ ଚଳିତ ମାସ ୧୨…

ଯାତ୍ରୀମାନଙ୍କୁ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ପାଇଁ ଖଡ଼ଗପୁର ଏବଂ ଯାଜପୁର-କେନ୍ଦୁଝର ରୋଡ଼ ମଧ୍ୟରେ ଚଳିତ ମାସ ୧୨ ତାରିଖ ଠାରୁ ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି । ପୂର୍ବତଟ ରେଳବାଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୦୮୦୩୭ ଖଡ଼ଗପୁର -

ଜମି ଦଖଲକୁ କେନ୍ଦ୍ର କରି ପୁରୀଜିଲ୍ଲା ସାତପଡା ଅଞ୍ଚଳରେ ଚାପା ଉତ୍ତେଜନା

ଜମି ଦଖଲକୁ କେନ୍ଦ୍ର କରି ପୁରୀଜିଲ୍ଲା ସାତପଡା ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି । ନାଥପୁର ଗ୍ରାମରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଦ୍ୱାରା ଗତକାଲି ୫୦ରୁ ଉଦ୍ଧ୍ୱର୍ ବୋମାମାଡ ହୋଇଥିବା ଜଣାପଡିଛି । ପୂର୍ବରୁ ୩୫ ମୌଜାର ଦଖଲରେ ଥିବା ଜମିକୁ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ବଳପୂର୍ବକ ଦଖଲ କରିବା

ଦୀପାବଳୀପରେ ଖୋଲିବ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ – ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା

ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‍ ଖୋଳିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ହେଲେ କେବେ ସ୍କୁଲ୍‍ ଖୋଲିବ, ସେନେଇ ବିଚାରବିମର୍ଶ ଚାଲିଥିବା ସେ କହିଛନ୍ତି । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ମଧ୍ୟ ସ୍କୁଲ୍‍ ଖୋଲିବ ।

୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମବର୍ଷ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ

୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମବର୍ଷ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ । କରୋନା କଟକଣା ମଧ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପାଠ ପଢ଼ାଯିବ । ଯୁକ୍ତ ୩ ପ୍ରଥମବର୍ଷ ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ଆଜିଠାରୁ ପାଠ