ଲୋକଙ୍କୁ ସାର୍ବଜନୀନ ଟିକାକରଣ ଅଭିଯାନରେ ୧୦୧ କୋଟି ୫୦ ଲକ୍ଷ ୯୪ କୋଭିଡ ଟିକା ଦିଆଯାଇଛି
ଦେଶରେ ରବିବାର ସୁଦ୍ଧା ୧୦୧ କୋଟି ୫୦ ଲକ୍ଷ ୯୪ ହଜାରରୁ ଊଦ୍ଧ୍ୱର୍ ଲୋକଙ୍କୁ ସାର୍ବଜନୀନ ଟିକାକରଣ ଅଭିଯାନରେ କୋଭିଡ ଟିକା ଦିଆଯାଇଛି । ଏଥିରେ ୭୧ କୋଟି ୪୫ ଲକ୍ଷ ୭୮ ହଜାର ୨୮୬ ଜଣଙ୍କୁ ପ୍ରଥମ ଡୋଜ୍ ଏବଂ ୩୦ କୋଟି ୫ ଲକ୍ଷ ୧୬ ହଜାର ୫୩୪ ଜଣଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି । ଆଜି!-->…