ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି
ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ । ଏନେଇ ବି.ଏମ୍.ସି. ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି । ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍ ମାଲିକ ଦାୟୀ ହେବେ । ଆଗକୁ ଶୀତ ଋତୁ ଆସୁଥିବାରୁ କୋଭିଡ଼!-->…