ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି
ନୂଆଦିଲ୍ଲୀ-- ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି । ଏହା ଆଗାମୀ ମାସରୁ ଲାଗୁ ହେବ । ଆଜି ଦେଶର ବିଭିନ୍ନ ସ୍ଥାନରେ ଲକ୍ଷ ଲକ୍ଷ ଆଶା, ଅଙ୍ଗନବାଡି ଏବଂ ଏଏନଏମ କର୍ମଚାରୀଙ୍କ ସହିତ ଏକ ଭିଡିଓ ବ୍ରିଜ…