ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ…
ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ ବୋଲି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଣିକି ଏନେଇ ଆଉ କୌଣସି ପ୍ରକାର ସମସ୍ୟା ହେବ ନାହିଁ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର!-->…