ଫନି ମାଡରେ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ନଷ୍ଟ
ଭୁବନେଶ୍ୱର,- ଭୁବନେଶ୍ୱର ଗଣ୍ଡମୁଣ୍ଡାରେ ୧୨ ଏକର ପରିମିତ ଅଞ୍ଚଳରେ ଅବସ୍ଥିତ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ଚଳିତ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଛି । ସଂଗ୍ରହାଳୟ ପରିସରରେ ଥିବା ଶତାଧିକ ଛୋଟ ଗଛ ନଷ୍ଟ ହେବା ସହ ବଡ଼ବଡ଼ ପୁରୁଣା ଗଛଗୁଡ଼ିକ ଉ ପୁଡ଼ି ପଡ଼ିଛି । ସଂଗ୍ରହାଳୟ ଭିତର…