ରାଜ୍ୟର କରୋନା ସମ୍ପର୍କୀତ ଅପଡେଟ୍
ଭୁବନେଶ୍ୱର - କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ, ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ଆଜି…