ହ୍ରାସ ପାଇଲା ବର୍ଷା ପ୍ରକୋପ – ଏହାପରେ ବଢିବ ଖରା
ଭୁବନେଶ୍ୱର ୨୭।୦୨ - ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରକୋପ ହ୍ରାସ ପାଇଛି । ତେବେ ପଶ୍ଚିମ ଓଡ଼ିଶାରେ ଏହାର ପ୍ରଭାବ ରହିଥିବା ଦେଖାଦେଇଛି ।
ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଅନ୍ୟ ପକ୍ଷରେ…