Browsing Tag

odisha

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ ହେଉଛି । ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୨୦୨ଟି ଜିଲ୍ଲାପରିଷଦ ଜୋନ୍‍ର ୧ ହଜାର ୬୬୯ଟି ଗ୍ରାମପଞ୍ଚାୟତରେ ମତଦାନ ଅନୁଷ୍ଠିତ ହେବ । ମୋଟ

ଆସନ୍ତା ତିନିଦିନ ଭିତରେ ଶୀତର ପ୍ରକୋପ ହ୍ରାସ

ଆସନ୍ତା ତିନିଦିନ ଭିତରେ ଶୀତର ପ୍ରକୋପ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଶୀତର ପ୍ରଭାବ କମିବ ବୋଲି କୁହାଯାଉଛି । ଅନ୍ୟ ପକ୍ଷରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର

ପୁଣି ଥରେ ନାମାଙ୍କନର ସୁଯୋଗ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର

ରାଜ୍ୟର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦୌ ପ୍ରାର୍ଥୀପତ୍ର ଦାଖଲ ହୋଇ ପାରି ନଥିବା ସ୍ଥାନରେ ପୁଣି ଥରେ ନାମାଙ୍କନର ସୁଯୋଗ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଏ ସମ୍ପର୍କରେ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ନିର୍ବାଚନ କମିଶନର କହିଛନ୍ତି, ପ୍ରାର୍ଥୀପତ୍ର ଦାଖଲ ହୋଇ

ରାଜ୍ୟରେ ପୁଣି ଶୀତ ବଢ଼ିବ-କେତେକ ସ୍ଥାନରେ କୁହୁଡି ଓ ଘନକୁହୁଡି ହେବାର ସମ୍ଭାବନା

ରାଜ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୬, ୨୭ ଓ ୨୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ୨୬ ଓ ୨୭ ତାରିଖରେ କେତେକ ସ୍ଥାନରେ କୁହୁଡି ଓ ଘନକୁହୁଡି ହେବାର ସମ୍ଭାବନା ରହିଛି । ଏହି ୩ଦିନ ପାଗ ଶୁଖିଲା ରହିଲେ

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ

ସଂସଦର ବଜେଟ୍‍ ଅଧିବେଶନ ଆସନ୍ତା ୩୧ ତାରିଖରୁ ଆରମ୍ଭ

ସଂସଦର ବଜେଟ୍‍ ଅଧିବେଶନ ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ । ଏହା ଏପ୍ରିଲ୍‍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ୩୧ ତାରିଖ ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ମିଳିତ ଅଧିବେଶନରେ ଉଦ୍‍ବୋଧନ ଦେବେ । ଫେବୃୟାରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ଆର୍ଥିକ

ଓଡ଼ିଆ ହକି ଖେଳାଳି ଲିଲିମା ମିଞ୍ଜ୍‍ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି

ଓଡ଼ିଆ ହକି ଖେଳାଳି ଲିଲିମା ମିଞ୍ଜ୍‍ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ଏକ ଟ୍ୱିଟ୍‍ ବାର୍ତ୍ତାରେ ଲିଲିମା କହିଛନ୍ତି, ଭାରତୀୟ ଦଳରେ ସାମିଲ୍‍ ହୋଇ ଦେଶର ପ୍ରତିନିଧିତ୍ୱ କରିଥିବାର ସୁଯୋଗ ମିଳିଥିବାରୁ ସେ ନିଜକୁ ଗୌରବାନ୍ୱିତ ମନେ କରୁଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମିତ

୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉଚ୍ଚନ୍ୟାୟାଳୟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ

୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉଚ୍ଚନ୍ୟାୟାଳୟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଓ ହାଇକୋର୍ଟର ବହୁ କର୍ମଚାରୀ କରୋନା ସଂକ୍ରମିତ ହେବା ଘଟଣାକୁ ବିଚାରକୁ ନିଆଯାଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ପ୍ରକାଶିତ ସାନି ବିଜ୍ଞପ୍ତିରୁ ଏହା ଜଣାପଡିଛି ।

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ -ମା’ ତାରିଣୀ ମନ୍ଦିରକୁ ବନ୍ଦ୍…

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହେବ । ଏହି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି କେନ୍ଦୁଝର ଘଟଗାଁ ସ୍ଥିତ ମା’ ତାରିଣୀ ମନ୍ଦିରକୁ ବନ୍ଦ୍ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସ୍ୱତନ୍ତ୍ର ରିଲିଫ୍‍ କମିଶନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି

ରାଜ୍ୟର ସମସ୍ତ ସରକାରୀ ମେଡ଼ିକାଲଏବଂ ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପାଇଁ ଅନ୍‍ଲାଇନ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ

ରାଜ୍ୟର ସମସ୍ତ ସରକାରୀ ମେଡ଼ିକାଲ କଲେଜ ଏବଂ ଭୁବନେଶ୍ୱର ଓ ରାଉରକେଲାସ୍ଥିତ ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପାଇଁ ଅନ୍‍ଲାଇନ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ । ଏ ନେଇ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ନିଟ୍‍ ର‌୍ୟାଙ୍କ