ରାଜ୍ୟର ସମସ୍ତ ସରକାରୀ ମେଡ଼ିକାଲଏବଂ ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପାଇଁ ଅନ୍ଲାଇନ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ
ରାଜ୍ୟର ସମସ୍ତ ସରକାରୀ ମେଡ଼ିକାଲ କଲେଜ ଏବଂ ଭୁବନେଶ୍ୱର ଓ ରାଉରକେଲାସ୍ଥିତ ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପାଇଁ ଅନ୍ଲାଇନ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ । ଏ ନେଇ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ନିଟ୍ ର୍ୟାଙ୍କ!-->…