Browsing Tag

odisha

୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…

ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି । ଗତ ତିନିଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଛତ୍ରପୁରଠାରେ ସର୍ବାଧିକ ୧୪ ସେଣ୍ଟିମିଟର ବର୍ଷା

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ…

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି । ଏହି ୮ ଜଣଙ୍କ ମଧ୍ୟରୁ ନିମାପଡ଼ାର

ଆଜି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ – ହେଲେ ହାଇକୋର୍ଟ ଦେଇଛନ୍ତି ଏହି ଗୁରୁତ୍ୱପୂର୍ଣ୍ଣ ରାୟ

ଓଡ଼ିଶା ବନ୍ଦକୁ ନେଇ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ବନ୍ଦ ସମୟରେ ଆନ୍ଦୋଳନକାରୀମାନେ ଜୋର୍‍ ଜବରଦସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ ଆଦି ବନ୍ଦ କରିପାରିବେ ନାହିଁ । ଗଣତନ୍ତ୍ର ପଦ୍ଧତିରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିପାରିବେ ବୋଲି ହାଇକୋର୍ଟ ତାଙ୍କ

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ…

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ ହ୍ରାସ ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିଥିବାବେଳେ ଉପକୂଳ ଓଡ଼ିଶାରେ ୨ ଡିଗ୍ରୀ ଖସିଛି । dense fog

ଜମି ଦଖଲକୁ କେନ୍ଦ୍ର କରି ପୁରୀଜିଲ୍ଲା ସାତପଡା ଅଞ୍ଚଳରେ ଚାପା ଉତ୍ତେଜନା

ଜମି ଦଖଲକୁ କେନ୍ଦ୍ର କରି ପୁରୀଜିଲ୍ଲା ସାତପଡା ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି । ନାଥପୁର ଗ୍ରାମରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଦ୍ୱାରା ଗତକାଲି ୫୦ରୁ ଉଦ୍ଧ୍ୱର୍ ବୋମାମାଡ ହୋଇଥିବା ଜଣାପଡିଛି । ପୂର୍ବରୁ ୩୫ ମୌଜାର ଦଖଲରେ ଥିବା ଜମିକୁ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ବଳପୂର୍ବକ ଦଖଲ କରିବା

ରାଜ୍ୟର ମୋଟ ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦର ୫୦ ପ୍ରତିଶତ ମହିଳାଙ୍କ ପାଇଁ ରହିଛି

ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରତ୍ୟେକ ଦଳର ପ୍ରତିନିଧିମାନେ ଯୋଗ ଦେଇଥିଲେ । ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ସର୍ବସମ୍ମତିକ୍ରମେ ୪ଟି ପ୍ରସ୍ତାବ ଉପସ୍ଥାପିତ କରାଯାଇଥିଲା ।

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା କରାଯାଇଛି । ଆଜି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ସାମ୍ମାଦିକ ସମ୍ମିଳନୀରେ ଏ ସଂକ୍ରାନ୍ତରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ

ଦୀପାବଳୀପରେ ଖୋଲିବ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ – ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା

ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‍ ଖୋଳିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ହେଲେ କେବେ ସ୍କୁଲ୍‍ ଖୋଲିବ, ସେନେଇ ବିଚାରବିମର୍ଶ ଚାଲିଥିବା ସେ କହିଛନ୍ତି । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ମଧ୍ୟ ସ୍କୁଲ୍‍ ଖୋଲିବ ।

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ ହୋଇଛି । ମହାରାଜା ଗଜପତି ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜସ୍ୱ ସୂତ୍ରରୁ ଆୟ ୧୦୬ କୋଟି ଟଙ୍କା ହେବ