Browsing Tag

odisha

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ…

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ ପରୀକ୍ଷଣ କରାଯାଇଛି । ଡି.ଆର୍‍.ଡି.ଓ. ଦ୍ୱାରା ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟ ଭେଦ କରିପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ

ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି – ଏହାର ପ୍ରଭାବରେ…

ଭୁବନେଶ୍ୱର - ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ । ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଦ୍ୱାରା ଏହା ଆୟୋଜିତ ହେବ । ଗତକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଆୟୋଜିତ ଏକ

ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ମୁହାଁ ବାତ୍ୟା -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ତଥା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ ସୁଦ୍ଧା ଏହା

ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍‍ ପେପରରେ ମତଦାନ ଆରମ୍ଭ

ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍‍ ପେପରରେ ମତଦାନ ଆରମ୍ଭ ହୋଇଛି । ଏ ସମ୍ପର୍କରେ ସୂଚନା ଦେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଛନ୍ତି, ୮୦ ବର୍ଷରୁ ଉଦ୍ଧ୍ୱର୍ ବୟସର ମତଦାତା, ଦିବ୍ୟାଙ୍ଗ ଓ କୋଭିଡ୍‍ ଆକ୍ରାନ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି

ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ…

ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ ବୋଲି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଣିକି ଏନେଇ ଆଉ କୌଣସି ପ୍ରକାର ସମସ୍ୟା ହେବ ନାହିଁ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର

ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ- କେବଳ…

ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ କେବଳ ସାଧାରଣ ରୋଗ ପାଇଁ ହିଁ ଫାର୍ମାସିଷ୍ଟମାନେ ଔଷଧ

ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା

ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ଏହାର ନିର୍ମାଣ କାର୍ଯ୍ୟ ଆସନ୍ତା ଅଢ଼େଇ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ -୪୦ରୁ ୫୦ କିଲୋମିଟର ବେଗରେ ପବନ…

୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ମିଆଁମାର ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ଏକ ଲଘୁଚାପ ସୃଷ୍ଟି ହେବାର

ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‍ଘାଟନ କରିବା ସହିତ ୫୯୭ କୋଟି…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି