ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍ଜିଟ୍ ପୋଲ୍କୁ ନିଷିଦ୍ଧ…
ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍ଜିଟ୍ ପୋଲ୍କୁ ନିଷିଦ୍ଧ କରାଯାଇଛି । କୌଣସି ସମ୍ବାଦପତ୍ର, ଗଣମାଧ୍ୟମ, ନ୍ୟୁଜ୍ବ୍ୟୁରୋ, ରେଡିଓ ଏବଂ ଟିଭି ଚ୍ୟାନେଲ୍ ଏକ୍ଜିଟ୍ ପୋଲ୍ ପ୍ରକାଶ ଓ ପ୍ରସାର କରିପାରିବେ ନାହିଁ ବୋଲି ରାଜ୍ୟ!-->…