Browsing Tag

odisha

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ- ୧୮ ତାରିଖରୁ ପୁଣି…

ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ପରେ ଆଜି ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହୋଇଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ

ରାଜ୍ୟରେ ଇତିମଧ୍ୟରେ ଅଢ଼େଇ କୋଟିରୁ ଅଧିକ ଜନସାଧାରଣଙ୍କର ଟିକାକରଣ

ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହୋଇଥିବା କରୋନା ଟିକାକରଣ ଅଭିଯାନ ଗତକାଲି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । ରାଜ୍ୟରେ ଇତିମଧ୍ୟରେ ଅଢ଼େଇ କୋଟିରୁ ଅଧିକ ଜନସାଧାରଣଙ୍କର ଟିକାକରଣ ହୋଇପାରିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦୈନିକ ଟିକାକରଣର ହାର ଏବେତିନି ଲକ୍ଷ ମଧ୍ୟରେ ସୀମିତ ଥିବାବେଳେ

ରାଜ୍ୟ ସରକାର ଅନ୍‌ଲାଇନ୍‌ ଦେୟର ଦ୍ୱିତୀୟ ସଂସ୍କରଣ ଆରମ୍ଭ କଲେ

ସରକାରୀ ଦେୟକୁ କାର୍ଡ଼, ୟୁ.ପି.ଆଇ., କ୍ୟୁ.ଆର୍‍.କୋର୍ଡ୍‍ ଏବଂ ୱାଲେଟ୍‍ ମାଧ୍ୟମରେ ପୈଠ କରି ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି । ସାଧାରଣ ନାଗରିକଙ୍କଠାରୁ ଆରମ୍ଭ କରି ବ୍ୟାବସାୟିକ ସଂସ୍ଥା, ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ସେବା ଉପଭୋକ୍ତାମାନଙ୍କୁ ଏଣିକି ଆଉ କେବଳ ଅନ୍‍ଲାଇନ୍‍

ମହାନଦୀରେ ବ୍ୟାରେଜ ଉପରେ ବ୍ୟାରେଜ କରୁଛି ଛତିଶଗଡ ଓଡ଼ିଶାରେ ମରୁଡି – କେନ୍ଦ୍ର କରୁଥିବା ଟ୍ରିବୁନାଲ ଏବେ କାଠ…

ମହାନଦୀର ଉପରମୁଣ୍ଡରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଗୋଟିଏ ପରେ ଗୋଟିଏ ବ୍ୟାରେଜ୍‍ ନିର୍ମାଣ କରି ଚାଲିଛି । ଏହାକୁ କେନ୍ଦ୍ର କରି ଉପୁଜିଥିବା ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ୍‍ ମଧ୍ୟ ଏହା ଉପରେ କୌଣସି ପ୍ରତିବନ୍ଧକ ଲଗାଉ ନାହାନ୍ତି । ଅନ୍ୟ ପକ୍ଷରେ ଏ ନେଇ ତିନି ବର୍ଷ ମଧ୍ୟରେ

ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି ସେରୋସର୍ଭେ ।

ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି ସେରୋସର୍ଭେ । ପ୍ରଥମ ଦିନରେ କେସିଙ୍ଗା ବ୍ଲକ ଚାଞ୍ଚେର ଗାଁରୁ ଏହି ସେରୋ ସର୍ଭେ ଆରମ୍ଭ ହୋଇଥିବାବେଳେ ଆଜି ଭବାନୀପାଟଣା ବ୍ଲକ ତେନ୍ତୁଳିଖୁଣ୍ଟିଠାରେ କାର୍ଯ୍ୟାରମ୍ଭ ହୋଇଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ

ଗଣେଶ ପୂଜା ଓ ଭସାଣି ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି-ଏତିକି ବଡ କରିପାରିବେ ମୂର୍ତ୍ତୀ, ଭୋଜି ବନ୍ଦ

କଟକ ମହାନଗର ନିଗମ ପକ୍ଷରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖାଯାଇ ଗଣେଶ ପୂଜା ଓ ଭସାଣି ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି । ମଣ୍ଡପରେ ପୂଜା କରିବାକୁ ନିଗମ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲେ ମଧ୍ୟ ସର୍ବସାଧାରଣଙ୍କ ଦର୍ଶନ ଉପରେ କଟକଣା କରାଯାଇଛି । ସେହିପରି

ଉଠିଲା ସପ୍ତାହନ୍ତ ଲକ୍‌ଡାଉନ୍‌ କଟକଣା – ରାତି ୧୦ଟା ଯାଏଁ ଖୋଲିଲା ଦୋକାନ ବଜାର, ଅକ୍ଟୋବର ଏକ ପର୍ଯ୍ୟନ୍ତ…

ଭୁବନେଶ୍ୱର - ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯିବା ପରେ ସେପ୍ଟେମ୍ବର ଏକ ତାରିଖରୁ ଠାରୁ ରାଜ୍ୟରେ ଏହା ଲାଗୁ ହୋଇଛି । ଏହା ଅକ୍ଟୋବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ । ଗତକାଲି ଏସ୍‍.ଆର୍‍.ସି. ପ୍ରଦୀପ କୁମାର ଜେନାସୂଚନା ଦେଇ କହିଥିଲେ, ସେପ୍ଟେମ୍ବର ପହିଲାରୁ ରାଜ୍ୟର କୌଣସି

ରାଜ୍ୟ ସରକାର ଯୁକ୍ତ ୨ ଆସନ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ରାଜ୍ୟରେ ଚଳିତବର୍ଷ ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ମାଟ୍ରିକ୍‍ ପାଶ୍‍ କରିଥିବାରୁ ସେମାନଙ୍କ ଯୁକ୍ତ ୨ ପାଠ ପଢ଼ିବା ପାଇଁ କୌଣସି ସମସ୍ୟା ରହିବ ନାହିଁ । ରାଜ୍ୟ ସରକାର ଯୁକ୍ତ ୨ ଆସନ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ଜୁନିଅର କଲେଜ୍‍ମାନଙ୍କରେ ଯୁକ୍ତ ୨ ଆସନ ସଂଖ୍ୟା

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରାବଣ ମାସରେ କାଉଡ଼ିଆ ବା ବୋଲ୍‍ବମ୍‍…

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରାବଣ ମାସରେ କାଉଡ଼ିଆ ବା ବୋଲ୍‍ବମ୍‍ ଭକ୍ତମାନଙ୍କଦ୍ୱାରା କରାଯାଉଥିବା ଜଳାଭିଷେକ କାର୍ଯ୍ୟ ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । ଏନେଇ ସ୍ୱତନ୍ତ୍ର ରିଲିଫ୍‍ କମିଶନର୍‍ଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି

ଦେଶରେ କମିଲା ଅମ୍ଳଜାନ ଦର

ନୂଆଦିଲ୍ଲୀ - ଜାତୀୟ ଫର୍ମାସ୍ୟୁଟିକାଲ ପ୍ରାଇସିଂ କର୍ତ୍ତୃପକ୍ଷ (ଏନପିପିଏ) ଏହାର ଜୁନ ୩ତାରିଖ ବିଜ୍ଞପ୍ତି ଅନୁସାରେ ଅମ୍ଳଜାନ ସାନ୍ଦ୍ରକର ଟ୍ରେଡ ମାର୍ଜିନ ଆବଣ୍ଟନ ସ୍ତରରେ ଶତକଡା ୭୦ଭାଗ ହ୍ରାସ କରିଛନ୍ତି । ତଦନୁସାରେ ୧୦୪ଜଣ ଅମ୍ଳଜାନ ସାନ୍ଦ୍ରକ ପ୍ରସ୍ତୁତକାରୀ/ ଆମଦାନୀକାରୀ ୨୫୨ଟି…