ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ
ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ ବୋଲି ଭାରତୀୟ!-->…