ରାଜ୍ୟରେ ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ
ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ହ୍ରାସ ପାଇବା ସହ ତୃତୀୟ ଲହର ଆଶଙ୍କା କମ୍ ଥିବାରୁ ବିଦ୍ୟାଳୟ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଚାର କରାଯାଉଛି । ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ସମୀର!-->…