Browsing Tag

odishanews

ରାଜ୍ୟରେ ଏଣିକି ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର- ଟଙ୍କା ସରିଲେ ଇଲେକ୍ଟ୍ରିକ୍‌ ବନ୍ଦ

ରାଜ୍ୟରେ ଏଣିକି ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର ଲାଗିବ । ସିମକାର୍ଡ ଜରିଆରେ ଜଣେ ଯେତିକି ଦେୟ ପ୍ରଦାନ କରିବେ, ସେତିକି ବିଦ୍ୟୁତ୍‌ ବ୍ୟବହାର କରିବେ । ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଶକ୍ତି ବିଭାଗର ଷ୍ଟାଣ୍ଡିଂ କମିଟିର

ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର,

ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ…

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଦିଆଯିବ

ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ , ପ୍ରତିଟି ଜୀବନ ମୂଲ୍ୟବାନ୍‍ – ଚାଷୀ ହେଉ କି ମୁଲିଆ, ସମସ୍ତେ ସମ୍ମାନର ସହ…

ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ । ପ୍ରତିଟି ଜୀବନ ମୂଲ୍ୟବାନ୍‍ । ଚାଷୀ ହେଉ କି ମୁଲିଆ, ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ, ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ସ୍ମାର୍ଟ ହେଲ୍‍ଥ୍‍ କାର୍ଡ଼ ଯୋଜନା ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଗଜପତି ଜିଲ୍ଲା

ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି

ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ । ଏନେଇ ବି.ଏମ୍‍.ସି. ପକ୍ଷରୁ ଗାଇଡ୍‍ଲାଇନ୍‍ ଜାରି କରାଯାଇଛି । ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍‌ ମାଲିକ ଦାୟୀ ହେବେ । ଆଗକୁ ଶୀତ ଋତୁ ଆସୁଥିବାରୁ କୋଭିଡ଼

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ…

ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍‌ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଂଟା

ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ

ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ ହୋଇଛି । ବେହେରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗ ମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦି ନୃସିଂହ ମନ୍ଦିର ଓ ବିମଳା ମନ୍ଦିର ଦ୍ୱାର ସବୁକୁ ରୁପା ଛାଉଣୀ କରାଯାଇଛି । କେବଳ କଳାହାଟ ଦ୍ୱାର ରୁପା ଛାଉଣୀ

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା,

ପିପିଲିରେ କଂଗ୍ରେସ ପ୍ରାର୍ଥୀ ପାଇଲେ ଏତିକି ଭୋଟ୍‌- ଜିତିଲେ ମହାରଥୀ ହାରିଲେ ଆଶ୍ରିତ

କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ୩ ହଜାର ୯୬୮ ଖଣ୍ଡ ଭୋଟ ପାଇ ତାଙ୍କର ଅମାନତ ହରାଇଛନ୍ତି । ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ପିପିଲି ବିଧାନସଭା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଆଶ୍ରିତ ପଟ୍ଟନାୟକଙ୍କୁ

ନୂତନ ପରୀକ୍ଷା ନୀତି ଅନୁସାରେ ଚଳିତବର୍ଷ ଠାରୁ ଆଭ୍ୟନ୍ତରୀଣ ପରୀକ୍ଷା ସହ ଦୁଇଟି ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ।

ଓଡ଼ିଶା ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷ ଯୁକ୍ତ ଦୁଇ ପରୀକ୍ଷା ପଦ୍ଧତିରେ ସଂସ୍କାର ଅଣାଯାଇଛି । ନୂତନ ପରୀକ୍ଷା ନୀତି ଅନୁସାରେ ଚଳିତବର୍ଷ ଠାରୁ ଆଭ୍ୟନ୍ତରୀଣ ପରୀକ୍ଷା ସହ ଦୁଇଟି ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ । ଏହାକୁ ରାଜ୍ୟ ସରକାର ମୋହର ମାରିଛନ୍ତି । ପ୍ରଥମ ଓ