ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା!-->…