ମହାନଦୀରେ ବ୍ୟାରେଜ ଉପରେ ବ୍ୟାରେଜ କରୁଛି ଛତିଶଗଡ ଓଡ଼ିଶାରେ ମରୁଡି – କେନ୍ଦ୍ର କରୁଥିବା ଟ୍ରିବୁନାଲ ଏବେ କାଠ…
ମହାନଦୀର ଉପରମୁଣ୍ଡରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଗୋଟିଏ ପରେ ଗୋଟିଏ ବ୍ୟାରେଜ୍ ନିର୍ମାଣ କରି ଚାଲିଛି । ଏହାକୁ କେନ୍ଦ୍ର କରି ଉପୁଜିଥିବା ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ୍ ମଧ୍ୟ ଏହା ଉପରେ କୌଣସି ପ୍ରତିବନ୍ଧକ ଲଗାଉ ନାହାନ୍ତି । ଅନ୍ୟ ପକ୍ଷରେ ଏ ନେଇ ତିନି ବର୍ଷ ମଧ୍ୟରେ!-->!-->!-->…