ଆଗରେ ସାବିତ୍ରୀ ପଛଉଛନ୍ତି ବିଜୟ
ପାଟକୁରାର ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିରେ ସାବିତ୍ରୀ ଅଗ୍ରଓ୍ୱାଲ ୧୩,୬୮୧ ଖଣ୍ଡ ଭୋଟରେ ଆଗୁଆ
ପାଟକୁରା .- ପାଟକୁରା ନିର୍ବାଚନ ଶେଷ ପରେ ବୁଧବାରରେ ଗଣତି ଆରମ୍ଭ ହୋଇଛି । ଏଥିରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ଓ ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରଓ୍ୱାଲଙ୍କ ପତ୍ନୀ…