Browsing Tag

ODISHANEXT

ମୋବାଇଲ୍‌ ଗେମ୍‌ ଜରିଆରେ କୋଲକତାର ଅମିର ଖାଁ ନାମକ ଜଣେ ବ୍ୟକ୍ତି କୋଟି କୋଟି ଟଙ୍କା ଠକେଇ କରିଛନ୍ତି – ଇଡି…

ଏନ୍‍ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‍ ମୋବାଇଲ୍‍ ଗେମିଂ ଆପ୍ଲିକେସନ୍‍ ସମ୍ବନ୍ଧୀୟ ଏକ ତଦନ୍ତରେ ଆଜି କୋଲକାତାର ୬ଟି ସ୍ଥାନରେ ଖାନ୍‍ତଲାସି କରିଛି । ଖାନ୍‍ତଲାସି ସମୟରେ ୭ କୋଟିରୁ ଅଧିକ ଟଙ୍କାର ନଗଦ ଅର୍ଥ ଜବତ କରାଯାଇଛି । ଅମିର ଖାଁ ନାମକ ଜଣେ ବ୍ୟକ୍ତି ସେହି ମୋବାଇଲ୍‍ ଗେମିଂ

ସମୁଦ୍ର ଉପକୂଳବର୍ତ୍ତୀ ରାଜ୍ୟ ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ଲାଗୁ

ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ନେତୃତ୍ୱରେ ଗତ ୮ ବର୍ଷ ମଧ୍ୟରେ ଜୋନାଲ୍‍ ପରିଷଦଗୁଡ଼ିକରେ ଅନେକ ପରିବର୍ତ୍ତନ ଅଣାଯାଇଛି । ଜୋନାଲ୍‍ ପରିଷଦଗୁଡ଼ିକଦ୍ୱାରା ହୋଇଥିବା ବୈଠକ ଗୁଡ଼ିକର ସଂଖ୍ୟାରେ ଯଥେଷ୍ଟ ବୃଦ୍ଧି ଘଟିଛି ।ସେ କହିଛନ୍ତି, ଶ୍ରୀ

୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ

ପଶ୍ଚିମ ମ୍ୟାଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବାହ୍ନ ସୁଦ୍ଧା ଏକ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ରୁ ୫୯ ବର୍ଷ ବୟସ ମଧ୍ୟରେ ଯୋଗ୍ୟ ନାଗରିକମାନଙ୍କୁ ମାଗଣାରେ କୋଭିଡ୍‍ ବୁଷ୍ଟର…

କୋଭିଡ ଟିକାକରଣ ଅମୃତ ମହୋତ୍ସବ ଆରମ୍ଭ ହୋଇଛି ।ଏହି ଅଭିଯାନ ମଧ୍ୟରେ ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ରୁ୫୯ ବର୍ଷ ବୟସ ମଧ୍ୟରେ ଯୋଗ୍ୟ ନାଗରିକମାନଙ୍କୁ ବିନାଦେୟରେ କୋଭିଡ୍‍ ବୁଷ୍ଟର ଡୋଜ୍‍ ପ୍ରଦାନ କରାଯିବ । ଆଜାଦି କା ଅମୃତ ମହୋତ୍ସବ ସମାରୋହ ପାଳନର ଅଂଶ ସ୍ୱରୂପ ଏହି ସ୍ୱତନ୍ତ୍ର

ରାଜ୍ୟରେ ଗୋଟିଏ ଦିନରେ ଆଉ ୧୪ ଜଣ ନୂଆ କରୋନା ଆକ୍ରାନ୍ତ
ଚିହ୍ନଟ

ରାଜ୍ୟରେ ଗୋଟିଏ ଦିନରେ ଆଉ ୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୮ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର

ନବରଙ୍ଗପୁର-ଜୟପୁର–ମାଲକାନଗିରି ଓ ଭଦ୍ରାଚଳମ ପର୍ଯ୍ୟନ୍ତ ରେଳପଥର
ସର୍ଭେ କାର୍ଯ୍ୟ ପ୍ରାୟ ଶେଷ

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମାଲକାନଗିରି-ଭଦ୍ରାଚଳମ୍‍ ରେଳ ପ୍ରକଳ୍ପ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି । ଏହି ପ୍ରକଳ୍ପ ପାଇଁ ଜୁନାଗଡ଼ଠାରୁ ନବରଙ୍ଗପୁର-ଜୟପୁର–ମାଲକାନଗିରି ଓ ଭଦ୍ରାଚଳମ ପର୍ଯ୍ୟନ୍ତ ରେଳପଥର ସର୍ଭେ କାର୍ଯ୍ୟ ପ୍ରାୟ ଶେଷ ହୋଇଆସିଲାଣି ବୋଲି ମନ୍ତ୍ରୀ କହିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ୧୦୩ କୋଟି ଟଙ୍କା ବିନିଯୋଗ ହୋଇଛି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତି ସ୍ତୂପର

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ…

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ କରୋନା ବୁଷ୍ଟର ଡୋଜ୍‍ ପ୍ରଦାନ କରାଯିବ । ଏ ନେଇ କଟକ ମହାନଗର ନିଗମର ଡେପୁଟୀ କମିଶନର କହିଛନ୍ତି କେଉଁ ସମୟରେ କିଏ ଏହି ଟିକା ନେଇପାରିବେ ଖୁବ୍‍ ଶୀଘ୍ର ତାହାର ସବିଶେଷ

କୋର୍ବେଭାକ୍ସ ଓ କୋଭାଭାକ୍ସ ଟିକା ଏବଂ ଆଣ୍ଟିଭାଇରାଲ୍‍ ମୋଲ୍‍ନୁପିରାଭିର୍‍ ବଟିକାକୁ ଜରୁରୀକାଳିନ ସ୍ଥିତିରେ…

ଜରୁରୀକାଳିନ ସ୍ଥିତିରେ ନିୟନ୍ତ୍ରିତ ବ୍ୟବହାର ପାଇଁ ଆଉ ଦୁଇଟି ଟିକାକୁଅନୁମତି ଦେଲେ କେନ୍ଦ୍ର ସରକାର କୋର୍ବେଭାକ୍ସ ଓ କୋଭାଭାକ୍ସ ଟିକା ଏବଂ ଆଣ୍ଟିଭାଇରାଲ୍‍ ମୋଲ୍‍ନୁପିରାଭିର୍‍ ବଟିକାକୁ ଜରୁରୀକାଳିନ ସ୍ଥିତିରେ ନିୟନ୍ତ୍ରିତ ବ୍ୟବହାର ପାଇଁ କେନ୍ଦ୍ରୀୟ ଔଷଧ ମାନକ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ଘନକୁହୁଡ଼ି ପରିଲକ୍ଷିତ ହୋଇଥିଲା । ଉପକୂଳବର୍ତ୍ତୀ ଜିଲ୍ଲା କଟକ ଏବଂ ଖୋର୍ଦ୍ଧାର