ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।
ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର!-->!-->!-->…