ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା
ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା,!-->…