ବୁଧବାରରୁ ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ…
ବୁଧବାର ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା'ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ ପୂଜା ଉତ୍ସବ ଆରମ୍ଭ ହୋଇଛି । ଏଥିଲାଗି ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ ବେଶ୍ ତତ୍ପରତା ଦେଖାଦେଇଛି । ବିମଳାଙ୍କ ସମେତ ଦୁର୍ଗାଙ୍କ ଚଳନ୍ତି ପ୍ରତିମାଙ୍କୁ ସହସ୍ର କୁମ୍ଭାଭିଷେକ!-->…