କୁମ୍ଭୀର ପ୍ରଜନନ ଋତୁ ପରେ ଅଗଷ୍ଟ ଏକ ତାରିଖରୁ ଖୋଲିବ ଭିତରକନିକା
ଭୁବନେଶ୍ୱର . - ବିଶ୍ୱପ୍ରସିଦ୍ଧ ଭିତର କନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ । କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ଏହି ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯାଇଛି ।
ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ…