ବାହ୍ୟ ମହାକାଶ ଗବେଷଣା ଓ ଶାନ୍ତିପୂର୍ଣ୍ଣ ଉପଯୋଗ କ୍ଷେତ୍ରରେ ଭାରତ – ଦକ୍ଷିଣ ଆଫ୍ରିକା ସହଯୋଗ ବୁଝାମଣା
ନୂଆଦିଲ୍ଲୀ . - ଶାନ୍ତିପୂର୍ଣ୍ଣ ଉଦ୍ଦେଶ୍ୟରେ ବାହ୍ୟ ମହାକାଶର ଅନୁସନ୍ଧାନ ଏବଂ ଉପଯୋଗ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ୱାକ୍ଷରିତ ବୁଝାମଣା ବିଷୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟଙ୍କୁ ଅବଗତ କରାଯାଇଥିଲା ।…