ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଥିବା ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଓଡ଼ିଶାର ୬ ଜଣ ଶ୍ରମିକ ପ୍ରାଣ…
ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଥିବା ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଓଡ଼ିଶାର ୬ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ରାୟଗଡ଼ା ଜିଲ୍ଲା ଗୁଣୁପୁର ବ୍ଲକ୍ର ହୋଇଥିବାବେଳେ ଜଣେ ଗଜପତି ଜିଲ୍ଲାର ବୋଲି ଜଣାପଡ଼ିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…