ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍ ପେପରରେ ମତଦାନ ଆରମ୍ଭ
ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍ ପେପରରେ ମତଦାନ ଆରମ୍ଭ ହୋଇଛି । ଏ ସମ୍ପର୍କରେ ସୂଚନା ଦେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଛନ୍ତି, ୮୦ ବର୍ଷରୁ ଉଦ୍ଧ୍ୱର୍ ବୟସର ମତଦାତା, ଦିବ୍ୟାଙ୍ଗ ଓ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି!-->…