Browsing Tag

RAIN IN ODISHA

ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର -   ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ  ପରିଣତ ହେଉଥିବାରୁ ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର  ସମ୍ଭାବନା ରହିଛି । ଏହି ବର୍ଷା ୨୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…

୨୬ ତାରିଖ ଶୁକ୍ରବାରରୁ ପ୍ରବଳ ବର୍ଷା ସମ୍ଭାବନା, ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର - ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୬ତାରିଖ ବେଳକୁ ଲଘୁଚାପ ବଳୟରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୁରୁବାରରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର - ରାଜ୍ୟରେ ଆସନ୍ତା ୪ଦିନ ଧରି ବର୍ଷା ଲାଗି ରହିବା ସହ ପଶ୍ଚିମ, ଦକ୍ଷିଣଓଡ଼ିଶାରେ କୋହଲା ପାଗ ରହିବ ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ବଡ ବର୍ଷାର ଆଶଙ୍କା ନାହିଁ…

ଆଗକୁ ବଢିଲା ମୌସୁମୀ, ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର .- ମୌସୁମୀ ବାୟୁ ଏବେ ଦକ୍ଷିଣ ଭାରତରୁ ଆଗକୁ ବଢିଛି । ଓଡିଶାର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହୋଇଛି । ଏହି କାରଣରୁ ତାତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଭାରତୀୟ ପାଣିପାଗ ସଂସ୍ଥାର ସୂଚନା ଅନୁଯାୟୀ ଆସନ୍ତ ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଆହୁରି ଆଗକୁ…

୧୫ ଓ ୧୬ ତାରିଖରେ ଝଡ ବାତ୍ୟା ସମ୍ଭାବନା

ଭୁବନେଶ୍ୱର...----  ଏବେ ପଶ୍ଚିମ ଘୂର୍ଣ୍ଣିଝଡ ବା ଓ୍ୱେଷ୍ଟର୍ଣ୍ଣ ଡିଷ୍ଟର ବାନସ୍‌  ପୂର୍ବ ଭାରତେ ଆଡୁ ମୁହାଁଇଛି । ଏହି କାରଣରୁ ୧୫ ଓ ୧୬ ତାରିଖରେ  ରାଜ୍ୟର ୧୨ଟି ଜାଲାରେ ବର୍ଷା ସହ ଝଡ ତୋଫାନ ହୋଇପାରେ । ୧୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପାଗ ମେଘାଚ୍ଛନ୍ନ ରହିବା ସହ ଖରାପ…