ବିସିସିଆଇରେ କଣ ଚାଲିଛି ? ଚାଲନ୍ତୁ ଆରଟିଆଇ ଫାଇଲ କରିବା
ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ବା ବିସିସିଆଇ ସୂଚନା ଅଧିକାରୀ ଆଇନ (ଆରଟିଆଇ)ର ଅନ୍ତର୍ଭୁକ୍ତ ହେବ । ବିସିସିଆଇ ଏଣିକି ଦେଶବାସୀଙ୍କୁ ଉତ୍ତର ଦେବାକୁ ବାଧ୍ୟ ହେବ । ଏହି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ସୂଚନା କମିଶନ । ଅର୍ଥାତ ଜଣେ ଖେଳାଳୀ କେଉଁ କାରଣରୁ ଚୟନ…