Browsing Tag

saraswatipuja

ସରସ୍ୱତୀ ବନ୍ଦନା

ଯା କୁନ୍ଦେନ୍ଦୁ ତୁଷାର ହାର ଧବଳା ଯା ଶୁଭ୍ର ବସ୍ତ୍ରାବୃତା ଯା ବୀଣା ବରଦଣ୍ଡ ମଣ୍ଡିତକରା ଯା ଶ୍ବେତ ପଦ୍ମାସନା ଯା ବ୍ରହ୍ମାଚ୍ୟୁତ ଶଙ୍କର ପ୍ରଭୃତିଭିର୍ଦେବୈଃ ସଦା ବନ୍ଦିତା ସା ମାଂ ପାତୁ ସରସ୍ୱତୀ ଭଗବତୀ ନିଃଶେଷଜାଡ୍ୟାପହା ୧-ସରସ୍ଵତୀ ୨- ହଂସ ବାହିନୀ ୩- ଶାରଦା…

ସରସ୍ୱତୀଙ୍କର ଏହି ୧୨ଟି ନାମ ନେଲେ ବିଦ୍ୟାବୁଦ୍ଧି ଲାଭ କରିବେ

୧-ସରସ୍ଵତୀ ୨- ହଂସ ବାହିନୀ ୩- ଶାରଦା ୪-ଭାରତୀ ୫- ଜଗତୀ ୬- ବରଦାୟିନି ୭- ବୁଦ୍ଧିଦାତ୍ରି ୮- ବ୍ରହ୍ମଚାରିଣୀ ୯- ଭୁବନେଶ୍ଵରୀ ୧୦- ଚନ୍ଦ୍ରକାନ୍ତି ୧୧- ବାଗିଶ୍ୱରୀ ୧୨- କୁମୁଦି ‘ବ୍ରହ୍ମବୈବର୍ତ୍ତ ପୁରାଣ’ର ‘ଗଣେଶ ଖଣ୍ଡ’ରେ ସରସ୍ୱତୀଙ୍କ ସଂପର୍କରେ କୁହାଯାଇଛି, ସୃଷ୍ଟି…

‘ବ୍ରହ୍ମବୈବର୍ତ୍ତ ପୁରାଣ’ର ‘ଗଣେଶ ଖଣ୍ଡ’ରେ ସରସ୍ୱତୀ

ଭାରତର କେତେକ ରାଜ୍ୟ ଯଥା ଓଡ଼ିଶା, ବିହାର ଓ ପଶ୍ଚିମ ବଙ୍ଗରେ ସରସ୍ୱତୀଙ୍କୁ ଦୁର୍ଗାଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ ଦୁର୍ଗାପୂଜାରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, ଗଣେଶ ଓ କାର୍ତ୍ତିକେୟଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। ଶ୍ରୀଦୁର୍ଗା…

ଏହି ରଙ୍ଗର ଫୁଲରେ ପୂଜା କଲେ ମିଳେ ସରସ୍ୱତୀଙ୍କ ଆଶୀର୍ବାଦ

ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି ନବରାତ୍ରୀରେ ପୂଜା ପାଆନ୍ତି । ଆଶ୍ୱିନ ନବରାତ୍ରରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ…

‘ଶ୍ରୀପଞ୍ଚମୀ’ର ବିଶେଷ୍ୱତ

ଯେଉଁଦିନ ସରସ୍ୱତୀଙ୍କର ଆବିର୍ଭାବ ହୋଇଥିଲା, ସେହିଦିନଟି ଥିଲା ମାଘ ଶୁକ୍ଳ ପଞ୍ଚମୀ । ତାହା ‘ଶ୍ରୀପଞ୍ଚମୀ’ ଭାବରେ ପ୍ରସିଦ୍ଧ । କାରଣ ‘ଶ୍ରୀ’ର ଅର୍ଥ ଲକ୍ଷ୍ମୀ । ପୁଣି ସରସ୍ୱତୀ, ବୁଦ୍ଧି,ଐଶ୍ୱର୍ଯ୍ୟ, ଧର୍ମ ଓ ଅର୍ଥ ଆଦି ପୁରୁଷାର୍ଥ, ଅଣିମା ଓ ଲଘିମା ଆଦି ସିଦ୍ଧି ଏବଂ ସୌନ୍ଦର୍ଯ୍ୟ ଓ…

ସରସ୍ୱତୀ -ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା

ସରସ୍ୱତୀ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର । ସରସ୍ୱତୀ ପିତାମହ…

ମା’ ସରସ୍ୱତୀଙ୍କ ବର୍ଣ୍ଣନା

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ, ଓ ବୌଦ୍ଧ ଧର୍ମାବଲମ୍ବୀମାନେ…