ଦୀପାବଳୀପରେ ଖୋଲିବ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ – ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା
ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଳିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ହେଲେ କେବେ ସ୍କୁଲ୍ ଖୋଲିବ, ସେନେଇ ବିଚାରବିମର୍ଶ ଚାଲିଥିବା ସେ କହିଛନ୍ତି । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ମଧ୍ୟ ସ୍କୁଲ୍ ଖୋଲିବ ।!-->…