ଶାରଦୀୟ ନବରାତ୍ର ର 5ମ ଦିନ ରେ ମା ସ୍କନ୍ଦମାତାଙ୍କ ଆରାଧନା କରନ୍ତୁ
ନବଦିନାତ୍ମକ ପୂଜାର ପଞ୍ଚମ ଦିନରେ ସ୍କନ୍ଦମାତାଙ୍କ ଉପାସନା କରାଯାଏ । ଦେବସେନାପତି କୁମାର କାର୍ତ୍ତିକେୟଙ୍କୁ ସ୍କନ୍ଦ ବୋଲି କୁହାଯାଏ । ମା ପାର୍ବତୀ କାର୍ତ୍ତିକେୟଙ୍କ ମାତା ହେବାରୁ ତାଙ୍କୁ ସ୍କନ୍ଦମାତା ବୋଲି କୁହାଯାଏ । ଗ୍ରହମଣ୍ଡଳ ମଧ୍ୟରୁ ବୁଧଗ୍ରହ ମା ସ୍କନ୍ଦମାତାଙ୍କ ଦ୍ୱାରା…