ସାପ ଖେଳ ଦେଖି ଜୀବନ ଗଲା, ଦେଖନ୍ତୁ ଭିଡିଓ
ନେଲୋର . - ଆନ୍ଧ୍ର ପ୍ରଦେଶର ନେଲୋରରେ ଜଣେ ବ୍ୟକ୍ତି ସାପ ଖେଳ ଦଖି ପ୍ରାଣ ହରାଇଛନ୍ତି । ତେବେ ସାପ ଖେଳ ଖାଲି ଦେଖିବା ଯୋଗୁଁ ନୁହେଁ ସେହି ସମୟରେ ଖେଳ ଦେଖାଉଥିବା ବ୍ୟକ୍ତି ସାପକୁ ତାଙ୍କ ବେକରେ ପକାଇଥିଲା । ସାପଟି ସେହି ସମୟରେ ତାଙ୍କୁ କାମୁଡି ଦେଇଥିଲା
ନେଲୋର ଜିଲାର ସୁଲୁରପେଟ୍ଟା…