ଜଗନ୍ନାଥ ମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ବିମଳା
ପୁରୀରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମାଆ ବିମଳା । ଶାରଦୀୟ ଦୂର୍ଗା ପୂଜା ବା ଷୋଳ ପୂଜାରେ ମାଆଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ । ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ମୂଳାଷ୍ଟମୀରେ ବ୍ରାହ୍ମଣ ବରଣ କରଥାଆନ୍ତି ।ଏହି ସମୟରେ ସେଠାରେ ଦୁର୍ଗାମାଧବ ଉପାସନା…