ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ
ନୂଆଦିଲ୍ଲୀ. - ଜଷ୍ଟିସ ରଞ୍ଜନ ଗୋଗୋଇ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅବସର ଗ୍ରହଣ ପରେ ଆସନ୍ତା ଅକ୍ଟୋବର ୩, ୨୦୧୮ରେ ଜଷ୍ଟିସ ଗୋଗୋଇ ନୂତନ କାର୍ୟ୍ୟଭାର…