“ସ୍ୱଚ୍ଛତା ହିଁ ସେବା” ଅଭିଯାନରେ ଅଂଶୀଦାର ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱଚ୍ଛତା ହିଁ ସେବା ଅଭିଯାନ’ ର ଅଂଶବିଶେଷ ହେବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅକ୍ଟୋବର ୨ ରେ ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀର ଆରମ୍ଭ ହେବ । ଏହି ଦିନ ସ୍ୱଚ୍ଛ ଭାରତ ଅଭିଯାନକୁ ମଧ୍ୟ ଚାରି ବର୍ଷ ପୂରଣ ହେବ । ଏହି…