ଆଗାମୀ ୩ ଦିନ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ରାଜ୍ୟର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର…
ଲଘୁଚାପ ପ୍ରଭାବରେ ରାଜ୍ୟର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି!-->…