ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
ଭୁବନେଶ୍ୱର - ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି ।
ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା,…