ଦେଶ ତଥା ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ
ଗତ କିଛିଦିନ ହେବ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଘଟି କେତେକ ସ୍ଥାନରେ ରାତ୍ରିକାଳୀନ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଥିବାର
ପରିଲକ୍ଷିତ ହେଉଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୧୧ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫…