ଶିକ୍ଷାର ପ୍ରତିଟି ସ୍ତରରେ ବାଳକମାନଙ୍କ ତୁଳନାରେ ବାଳିକାମାନଙ୍କ ଉପସ୍ଥାନ ଆଶାତୀତ ଭାବେ ବୃଦ୍ଧି ପାଇଛି
ନୂଆଦିଲ୍ଲୀ -- ଶିକ୍ଷା ଜରିଆରେ କନ୍ୟା ଓ ମହିଳାମାନଙ୍କ ସଶକ୍ତିକରଣର ଗତିଶୀତଳତାକୁ ଆହୁରି ଆଗେଇ ନେବା ପାଇଁ କେନ୍ଦ୍ର ସରକାର ଏକ ସ୍ୱତନ୍ତ୍ରଅଭିଯାନର ଶୁଭାରମ୍ଭ କରିଛନ୍ତି । ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ କହିଛନ୍ତି, ତାଙ୍କ ମନ୍ତ୍ରଣାଳୟ ସମଗ୍ର ଦେଶର ସ୍କୁଲ…