ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି – ୬ଟି ସହରର ତାପମାତ୍ରା ୧୩ ଡିଗ୍ରୀ ତଳେ

0 121

ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି । ତେବେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭ ଦଶମିକ ୫ ଡିଗ୍ରୀ ସେଲସିୟସ୍‍ ଦାରିଙ୍ଗବାଡ଼ିଠାରେ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୮ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି । ରାଜ୍ୟର ୬ଟି ସହରର ତାପମାତ୍ରା ୧୩ ଡିଗ୍ରୀ ତଳେ ରହିଥିବା ସୂଚନା ମିଳିଛି ।


ତେବେ ରାଜ୍ୟର କେତେକ ଅଞ୍ଚଳରେ ଘନ କୁହୁଡି ଦେଖାଯିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply