ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।
ରାଜ୍ୟର ଉତ୍ତରଭାଗର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲେ ମଧ୍ୟ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି ।
Comments are closed, but trackbacks and pingbacks are open.